କନକ ବ୍ୟୁରୋ: ଗ୍ରାମାଞ୍ଚଳ ଶ୍ରମିକଙ୍କୁ ଖୁସି କରିବାକୁ ଚେଷ୍ଟା କରିଛନ୍ତି କେନ୍ଦ୍ର ସରକାର । ମନରେଗା ପାରିଶ୍ରମିକ ବୃଦ୍ଧି କଲେ କେନ୍ଦ୍ର ସରକାର । ମନରେଗା ପାରିଶ୍ରମିକରେ ୩ରୁ ୧୦ ପ୍ରତିଶତ ବୃଦ୍ଧି କଲେ କେନ୍ଦ୍ର ସରକାର । ନୂଆ ପାରିଶ୍ରମିକ ଅନୁସାରେ ଓଡିଶା ଶ୍ରମିକ ପାଇବେ ୨୫୪ ଟଙ୍କା ମଜୁରୀ । । ଆସନ୍ତା ଏପ୍ରିଲ ୧ରୁ ଲାଗୁ ହେବ ନୂଆ ମଜୁରୀ ।
ବଢିଲା ମନରେଗା ପାରିଶ୍ରମିକ । ଜାଣନ୍ତୁ ଓଡିଶା ଶ୍ରମିକ ପାଇବେ କେତେ ମଜୁରୀ?
/kanak/media/post_attachments/wp-content/uploads/2024/03/11-30.jpg)