କନକ ବ୍ୟୁରୋ: ଉପଭୋକ୍ତାଙ୍କ ପାଇଁ ଖୁସି ଖବର । କମିବ ତୈଳ ଦର । କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଉପରୁ ଏକସାଇଜ ଡ୍ୟୁଟି କମାଇଛନ୍ତି । ପେଟ୍ରୋଲ ଉପରୁ ୮ ଟଙ୍କା ଏକସାଇଜ ଡ୍ୟୁଟି ହଟିବା ପରେ ଲିଟର ପିଛ ଦର ୯ ଟଙ୍କା ୫୦ ପଇସା କମରେ ଲୋକଙ୍କ ପାଇଁ ଏହା ଉପଲବ୍ଧ ହେବ । ସେହିଭଳି ଡିଜେଲ ଉପରୁ ଏକସାଇଜ ଡ୍ୟୁଟି ୬ଟଙ୍କା କମିବ । ଏଣିକି ଡିଜେଲ ୭ ଟଙ୍କା କମରେ ମିଳିବ । ଏନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି ।
7/12 We are reducing the Central excise duty on Petrol by ₹ 8 per litre and on Diesel by ₹ 6 per litre.
This will reduce the price of petrol by ₹ 9.5 per litre and of Diesel by ₹ 7 per litre.It will have revenue implication of around ₹ 1 lakh crore/year for the government.
— Nirmala Sitharaman (@nsitharaman) May 21, 2022