ଝାଡଖଣ୍ଡକୁ ମିିଳିଲେ ନୂଆ ମୁଖ୍ୟମନ୍ତ୍ରୀ ।ଶପଥ ନେଲେ ଚମ୍ପାଇ ସୋରେନ୍ । ପଦ ଓ ଗୋପନୀୟତାର ଶପଥ କରାଇଲେ ରାଜ୍ୟପାଳ ।

Advertisment
ଝାଡଖଣ୍ଡକୁ ମିିଳିଲେ ନୂଆ ମୁଖ୍ୟମନ୍ତ୍ରୀ ।ଶପଥ ନେଲେ ଚମ୍ପାଇ ସୋରେନ୍ । ପଦ ଓ ଗୋପନୀୟତାର ଶପଥ କରାଇଲେ ରାଜ୍ୟପାଳ ।

କନକ ବ୍ୟୁରୋ: ଜମି ଦୁର୍ନୀତି ମାମଲାରେ ଗିରଫ ହେମନ୍ତ ସୋରେନଙ୍କ ଇସ୍ତଫା ପରେ ଆଜି ଚମ୍ପାଇ ସୋରେନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜଭବନରେ ରାଜ୍ୟପାଳ ତାଙ୍କୁ ଶପଥ ପାଠ କରାଇଥିଲେ ରାଜ୍ୟପାଳ। ତାଙ୍କ ସହ କଂଗ୍ରେସ ବିଧାୟକ ଅଲଗିର ଆଲାମ ଏବଂ ଆରଜେଡି ବିଧାୟକ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।

ଅନ୍ୟପଟେ ଶୁକ୍ରବାର ସୁପ୍ରିମ୍ କୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ହେମନ୍ତ ସୋରେନ ଇଡିର ଗିରଫଦାରୀକୁ ଚ୍ୟାଲେଞ୍ଜ କରି ଏକ ପିଟିସନ ଦାଖଲ କରିଥିଲେ। ହେମନ୍ତ ସୋରେନଙ୍କୁ ହାଇକୋର୍ଟ ଯିବାକୁ କହିଛନ୍ତି ସୁପ୍ରିମକୋର୍ଟ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe