କନକ ବ୍ୟୁରୋ: ଭାରତ ରଚିଲା ଇତିହାସ । ୨ଟା ୩୫ ମିନିଟରେ ଚନ୍ଦ୍ର ଅଭିମୁଖେ ଯାତ୍ରା କଲା ଚନ୍ଦ୍ରଯାନ-୩ । ଆନ୍ଧ୍ର ଶ୍ରୀହରିକୋଟାର ଦ୍ୱିତୀୟ ଲଞ୍ଚପ୍ୟାଡରୁ ଉତକ୍ଷେପଣ ହେଲା ଚନ୍ଦ୍ରଯାନ-୩ । ଏଲଭିଏମ-୩ ରକେଟ୍ ଦ୍ୱାରା ମହାକାଶକୁ ପ୍ରେରଣ କରାଯାଇଛି । କୋଟି କୋଟି ଭାରତୀୟଙ୍କ ନଜର ଏହା ଉପରେ ରହିଛି ।
୨ଟା ୩୫ ମିନିଟରେ ଚନ୍ଦ୍ର ଅଭିମୁଖେ ଗଲା ଚନ୍ଦ୍ରଯାନ-୩ । ଶ୍ରୀହରିକୋଟା ଦ୍ୱିତୀୟ ଲଞ୍ଚପ୍ୟାଡରୁ ହେଲା ଉତକ୍ଷେପଣ
/kanak/media/post_attachments/wp-content/uploads/2023/07/22222222222222222.jpg)