ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ ସମୟରେ ପରିବର୍ତ୍ତନ: ପଢନ୍ତୁ, କିଏ କେତେବେଳେ ଆସିବେ ସ୍କୁଲ?

783

କନକ ବ୍ୟୁରୋ: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ ସମୟରେ ପରିବର୍ତ୍ତନ ହୋଇଛି । ପ୍ରଥମରୁ ଅଷ୍ଟମ ଶ୍ରେଣୀ ସକାଳ ୬ଟା ୩୦ରୁ ୧୦ଟା ୩୦ ଯାଏଁ ଚାଲିବ । ସେହିପରି ନବମରୁ ଦ୍ୱାଦଶ ଶ୍ରେଣୀ ସକାଳ ୭ଟାରୁ ୧୧ଟା ୩୦ ଯାଏଁ ସ୍କୁଲ ଚାଲିବ । ଏପ୍ରିଲ ୨ରୁ ରାଜ୍ୟର ସମସ୍ତ ସ୍କୁଲରେ ହେବ ସକାଳୁଆ କ୍ଲାସ ହେବ ବୋଲି ପୂର୍ବ ଘୋଷଣା ହୋଇଥିଲା । ହେଲେ ଏବେ ଏଥିରେ ସାମାନ୍ୟ ପରିବର୍ତ୍ତନ ହୋଇଛି ।