ଗୋପାଳପୁର ବିଧାୟକଙ୍କ ବିରୋଧରେ ଚାର୍ଜଫ୍ରେମ୍

Advertisment
ଗୋପାଳପୁର ବିଧାୟକଙ୍କ ବିରୋଧରେ ଚାର୍ଜଫ୍ରେମ୍

କନକ ବ୍ୟୁରୋ: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଚାର୍ଜଫ୍ରେମ୍ । ପ୍ରଦୀପଙ୍କ ପତ୍ନୀଙ୍କ ନାଁରେ ବି ଚାର୍ଜସିଟ୍ । ଚାର୍ଜଫ୍ରେମ୍ ଦାଖଲ କରିଛି ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ ।

ତେବେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚାର୍ଜଫ୍ରେମ୍ ହୋଇଥିବା ବେଳେ ଭିଜିଲାନ୍ସ କୋର୍ଟରେ ଚାର୍ଜଫ୍ରେମ୍ ଦାଖଲ ହୋଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe