ପ୍ରଚାର ପାଇଁ ହିଞ୍ଜିଳିରେ ମୁଖ୍ୟମନ୍ତ୍ରୀ । ପ୍ରଥମେ ହିଞ୍ଜିଳି , ପରେ ଶେରଗଡରେ କାର୍ଯ୍ୟକ୍ରମ ।

Advertisment
ପ୍ରଚାର ପାଇଁ ହିଞ୍ଜିଳିରେ ମୁଖ୍ୟମନ୍ତ୍ରୀ । ପ୍ରଥମେ ହିଞ୍ଜିଳି , ପରେ ଶେରଗଡରେ କାର୍ଯ୍ୟକ୍ରମ ।

କନକ ବ୍ୟୁରୋ: ନିର୍ବାଚନ ପ୍ରଚାର ପାଇଁ ନିଜ ନିର୍ବାଚନ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱତନ୍ତ୍ର ବିମାନରେ ଯାଇ ହିଞ୍ଜିଳିରେ ପହଞ୍ଚିଛନ୍ତି । ଏଥିପାଇଁ ପୁରା ବ୍ରହ୍ମପୁରରେ ସୁରକ୍ଷା ବ୍ୟବସ୍ଥାକୁ କଡକାଡି କରାଯାଇଛି । ପ୍ରଥମେ ହିଞ୍ଜିଳି ଓ ପରେ ଶେରଗଡରେ ବିଶାଳ ଜନସମାବେଶକୁ କରିବେ ସମ୍ବୋଧନ । ୨୦୧୪ ନିର୍ବାଚନ ପାଇଁ ଆଜିଠାରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ହିଞ୍ଜିଳି ବିଜେଡି କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ମୁଖ୍ୟମନ୍ତ୍ରୀଙ୍କ ସହ ଅଛନ୍ତି ଗଞ୍ଜାମରୁ ପ୍ରାର୍ଥୀ ହୋଇଥିବା ସମସ୍ତ ଲୋକସଭା ଓ ବିଧାନସଭା ପ୍ରାର୍ଥୀ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe