ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ: କହିଲେ, ଶ୍ରୀ ଜଗନ୍ନାଥ ଇଣ୍ଟରନ୍ୟାସନାଲ ଏୟାରପୋର୍ଟ ନେଇ ହୋଇଛି ଆଲୋଚନା

176

କନକ ବ୍ୟୁରୋ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବୈଠକ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସୂଚନା । କହିଲେ, ବିଭିନ୍ନ ପ୍ରସଙ୍ଗ ଉପରେ ହେଲା ଆଲୋଚନା । ଶ୍ରୀ ଜଗନ୍ନାଥ ଇଣ୍ଟରନ୍ୟାସନାଲ ଏୟାରପୋର୍ଟ ବିଷୟରେ ଆଲୋଚନା ହେବା ସହ ଭୁବନେଶ୍ୱର ଏୟାରପୋର୍ଟ ଟ୍ରାଫିକ ସମସ୍ୟା ବିଷୟରେ ମଧ୍ୟ ଆଲୋକପାତ କରିଛନ୍ତି ।