ଧାମନଗର ଉପନିର୍ବାଚନ ପାଇଁ ଜମୁଛି କ୍ୟାମ୍ପେନିଂ: ଭର୍ଚୁଆଲ ମାଧ୍ୟମରେ ପ୍ରଚାରକୁ ଓହ୍ଲାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 

94

କନକ ବ୍ୟୁରୋ: ଆଜି ଧାମନଗର ଉପନିର୍ବାଚନ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ । ଭର୍ଚୁଆଲ ମାଧ୍ୟମରେ ଦଳୀୟ ପ୍ରାର୍ଥୀ ଅବନ୍ତି ଦାସ ପାଇଁ ପ୍ରଚାର କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଧାମନଗର ତିହିଡିର  ୬ଟି ଜିଲ୍ଲା ପରିଷଦ ଜୋନରେ ବିଜେଡି ପକ୍ଷରୁ ପ୍ରସ୍ତୁତ କରାଯାଇଥିଲା । ପ୍ରଚାରକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।