କନକ ବ୍ୟୁରୋ: କିଏ ହେବେ ଓଡିଶାର ମୁଖ୍ୟମନ୍ତ୍ରୀ ଏବେ ତାରି ଉପରେ ସମସ୍ତଙ୍କ ନଜର । ଏହାରି ଭିତରେ ଯେତେେବେଳ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ମୋଦୀ ଦାୟିତ୍ୱ ନେଇସାରିଛନ୍ତି ଓଡିଶାର ମୁଖ୍ୟମନ୍ତ୍ରୀ ଚୟନ କରିବାକୁ ନୂଆ ପର୍ଯ୍ୟବକ୍ଷକ ଦଳ ମଧ୍ୟ ନିଯୁକ୍ତ କରାଯାଇଛି । କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଭୂପିନ୍ଦର ଯାଦବଙ୍କୁ ଏହି ଦାୟିତ୍ୱ ଦିଆଯାଇଛି । କିଏ ଓଡିଶାର ମୁଖ୍ୟମନ୍ତ୍ରୀ ହେବେ ତାହା ଏହି ଦୁଇ ନେତା ନିର୍ଣ୍ଣୟ କରିବେ ।
ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀ ବାଛିବେ ପର୍ଯ୍ୟବେକ୍ଷକ । ରାଜନାଥ ସିଂହ ଓ ଭୂପିନ୍ଦର ଯାଦବଙ୍କୁ ନିଯୁକ୍ତ କଲା ଦଳ ।
/kanak/media/post_attachments/wp-content/uploads/2024/06/8-13.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)