ଦାୟିତ୍ୱ ନେବା ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା । ସବୁ ବିଭାଗର ସଚିବଙ୍କ ସହ କଲେ ବୈଠକ ।

103

କନକ ବ୍ୟୁରୋ: ଦାୟିତ୍ୱ ନେବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଛନ୍ତି ମୁଖ୍ୟ ଶାସନ ସଚିବ । ସୌଜନ୍ୟ ମୂଳକ ସାକ୍ଷାତ କଲେ ମନୋଜ ଆହୁଜା । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ସହ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ଧଳ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଭେଟିଛନ୍ତି । ଏହାସହ ସବୁ ବିଭାଗର ସଚିବଙ୍କ ସହ ବୈଠକ କରିଛନ୍ତି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ।