ଏସସିବି ଆଇସିୟୁରେ ଭର୍ତ୍ତି ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ମେଡିସିନ୍ ୱାର୍ଡରେ ଭର୍ତ୍ତି ହୋଇଥିବା ସୂଚନା

Advertisment
ଏସସିବି ଆଇସିୟୁରେ ଭର୍ତ୍ତି ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ମେଡିସିନ୍ ୱାର୍ଡରେ ଭର୍ତ୍ତି ହୋଇଥିବା ସୂଚନା

କନକ ବ୍ୟୁରୋ: ମେଡିକାଲରେ ଭର୍ତ୍ତି ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ନିର୍ବାଚନ ବେଳେ ବିଶୃଙ୍ଖଳା ସୃଷ୍ଟି ନେଇ ଜେଲରେ ଥିବା ପ୍ରଶାନ୍ତଙ୍କର ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଏସସିବି ମେଡିସିନ ୱାର୍ଡର ଆଇସିୟୁରେ ଭର୍ତ୍ତି କରାଯାଇଥିବା ସୂଚନା ରହିଛି । ଖୋର୍ଦ୍ଧା ଜେଲରେ ମଙ୍ଗଳବାର ରାତି ପାଖାପାଖି ୩ଟାରେ ଅସୁସ୍ଥ ଅନୁଭବ କରିବା ପରେ ତାଙ୍କୁ ଭୋର ୪ଟାରେ ଜେଲରୁ ଏସସିବି ସ୍ଥାନାନ୍ତର କରାଯାଇଥିଲା ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe