୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ : ଶିକ୍ଷାନୁଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ଗାଡି ଚଳାଚଳ ଠପ

804

କନକ ବ୍ୟୁରୋ : କଣ୍ଟାବାଞ୍ଜିକୁ ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ଦାବି । ଜିଲ୍ଲା ସଂଘର୍ଷ ସମିତି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ । ଦୋକାନ ବଜାର ସହ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ ରହିଛି । ଶିକ୍ଷାନୁଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ଗାଡି ଚଳାଚଳ ଠପ୍ ହୋଇଛି ।