କନକ ବ୍ୟୁରୋ: କ୍ରାନ୍ତି ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା। ସ୍ୱାଧୀନତା ସଂଗ୍ରାମୀ ପରିବାରଙ୍କୁ ମିଳିବ ‘କୁଟୁମ୍ବ ପେନସନ ଯୋଜନା’ରେ ଭତ୍ତା। ଖୁବଶୀଘ୍ର ସ୍ୱାଧୀନତା ସଂଗ୍ରାମୀଙ୍କ ପରିବାରକୁ ଚି଼ହ୍ନଟ କରିବେ ସରକାର । ଏହାସହ ତାର ରୂପରେଖ ମଧ୍ୟ ଖୁବଶୀଘ୍ର ପ୍ରସ୍ତୁତ ହେବ ।
ସହିଦ ସ୍ମାରକୀ ସ୍ୱାଧୀନତା ସଂଗ୍ରାମୀ ସଦନ ଠାରେ ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ସମିତି ପକ୍ଷରୁ ଆୟୋଜିତ କ୍ରାନ୍ତି ଦିବସ ସମାରୋହରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଅଗଷ୍ଟ ୯ ତାରିଖ ହେଉଛି ଭାରତ ଛାଡ଼ ଆନ୍ଦୋଳନ ଦିବସ। ଏହି ଦିନକୁ ଭାରତର ସ୍ୱାଧୀନତା ଆନ୍ଦୋଳନରେ କ୍ରାନ୍ତି ଦିବସ ଭାବେ ମଧ୍ୟ ପାଳନ କରାଯାଏ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/08/38-6.jpg)