ହୁସେନ ରବିଗାନ୍ଧୀଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ 

‘ଆମ ପୋଖରୀ’ ଯୋଜନା : ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କନକ ବ୍ୟୁରୋ: କବି ତଥା ରାଜନେତା ହୁସେନ ରବିଗାନ୍ଧୀଙ୍କ ପରଲୋକ । ତାଙ୍କ ପରଲୋକରେ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ରାଜ୍ୟ ତାଙ୍କ ଭଳି ଜଣେ ବରିଷ୍ଠ ରାଜନେତାଙ୍କୁ ହରାଇଲା । ପ୍ରଥମେ ସେ ବିଜୁ ବାବୁଙ୍କ ସହ ଏବଂ ପରେ ବିଜୁ ଜନତା ଦଳରେ ଥିଲେ । ଦଳ ପାଇଁ ତାଙ୍କର ଭୂମିକା ବେଶ ଗୁରୁତ୍ୱପୂର୍ଣ୍ଣ ଥିଲା । ଜଣେ ଲେଖକ ଭାବେ ମଧ୍ୟ ସେ ପ୍ରସିଦ୍ଧି ହାସଲ କରିଥିଲେ । ଓଡିଆ ଭାଷା ପ୍ରତି ତାଙ୍କ ଅବଦାନ ଅତୁଳନୀୟ । ଶୋକସନ୍ତପ୍ତ ପରିବାର ପ୍ରତି ସେ ସମବେଦନା ଜଣାଇଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe