କନକ ବ୍ୟୁରୋ : ପୁରୀରେ ରଥଯାତ୍ରା ସ୍ୱତନ୍ତ୍ର ସମୀକ୍ଷା କମିଟି ବୈଠକ ଶେଷ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ କରାଯାଇଥିଲା । ଚଳିତ ବର୍ଷ କିଭଳି ରଥଯାତ୍ରା ଶାନ୍ତି ଶୃଙ୍ଖଳାର ସହ ସମାପନ କରିବାକୁ ସମସ୍ତଙ୍କ ସହଯୋଗ ଲୋଡିଛନ୍ତି ମୁଖ୍ୟମନ୍ତ୍ରୀ ।
ସେପଟେ ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତକୁ ଆଜି ବିରାଧ କରିଥିଲା ବିଜେପି ଓ କଂଗ୍ରେସ । ସାତଶଂଖ ଠାରେ ମୁଖ୍ୟମନ୍ତ୍ରୀଙ୍କୁ ବିରୋଧ ପ୍ରଦର୍ଶନ କରିଥିଲା ବିଜେପି । ବିଜେପି କର୍ମୀମାନେ କଳାପତାକା ପ୍ରଦର୍ଶନ କରିଥିଲେ । ସେହିଭଳି ଅନେକ କଂଗ୍ରେସ କର୍ମୀଙ୍କୁ ବି ଅଟକ ରଖିଥିଲା ପୋଲିସ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2017/06/vlcsnap-2017-06-17-13h33m43s869.png)