ପାଇଲଟଙ୍କ ନିରାପଦ ପ୍ରତ୍ୟାବର୍ତ୍ତନ କାମନା କଲେ ନବୀନ: ଭାରତୀୟ ବାୟୁସେନାର ସାହସକୁ ସାଲ୍ୟୁଟ୍ କରିବା ସହ ସୁରକ୍ଷିତ ଭାବେ ଦେଶକୁ ଫେରନ୍ତୁ ବୋଲି କଲେ ପ୍ରାର୍ଥନା

Advertisment
ପାଇଲଟଙ୍କ ନିରାପଦ ପ୍ରତ୍ୟାବର୍ତ୍ତନ କାମନା କଲେ ନବୀନ: ଭାରତୀୟ ବାୟୁସେନାର ସାହସକୁ ସାଲ୍ୟୁଟ୍ କରିବା ସହ ସୁରକ୍ଷିତ ଭାବେ ଦେଶକୁ ଫେରନ୍ତୁ ବୋଲି କଲେ ପ୍ରାର୍ଥନା

source : Google

କନକ ବ୍ୟୁରୋ: ପାକିସ୍ତାନରେ ବନ୍ଦୀ ହୋଇ ରହିଥିବା ଭାରତୀୟ ବାୟୁ ସେନା ପାଇଲଟ୍‌ କମାଣ୍ଡରଙ୍କ ପାଇଁ ସାରା ଦେଶ ଦୁଃଖ କରୁଥିବା ବେଳେ ଚିନ୍ତା ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ନବୀନ ଭାରତୀୟ ବାୟୁ ସେନାର ସାହାସକୁ ସାଲ୍ୟୁଟ୍‌ କରିବା ସହ ପାଇଲଟ ସୁରକ୍ଷିତ ଭାବେ ଦେଶକୁ ଫେରନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି।

ଗତକାଲି ପାକିସ୍ତାନ ସେନା ବିମାନ ଏଫ୍‌-୧୬ ଭାରତରେ ଆକ୍ରମଣ ଉଦ୍ୟମ କରିବା ବେଳେ ଭାରତୀୟ ସେନା ଗୁଳି ମାରି ବିମାନଟିକୁ ଖସାଇ ଦେଇଥିଲେ। ସେହିପରି ପାକିସ୍ତାନୀ ସେନା ମଧ୍ୟ ଭାରତର ଏକ ଯୁଦ୍ଧ ବିମାନକୁ ଖସାଇବା ସହ ଜଣେ ଭାରତୀୟ ପାଇଲଟଙ୍କୁ ବନ୍ଦୀ କରି ନେଇ ଯାଇଥିବା ସୂଚନା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe