କନକ ବ୍ୟୁରୋ : ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକ । ଓଡିଶା ପାଇଁ ବଡ କ୍ଷତି କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୋକପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଲୋକପ୍ରିୟ ନେତା ଭାବେ ସେ ସୁନାମ ଅର୍ଜନ କରିଥିଲେ । ଜଣେ ଦକ୍ଷ ସଂଗଠକ ଭାବେ ତାଙ୍କର ସୁନାମ ଥିଲା । ରାଜ୍ୟ ବିକାଶରେ ଗୁରୁତ୍ୱପୂର୍ଣ୍ଣ ଭୂମୀକା ନିଭାଇଥିଲେ । ପୁରୀ ଅଞ୍ଚଳର ବିକାଶ ତାଙ୍କର ଭୂମିକାକୁ ଅମର ରଖିବ । ପରଲୋକଗତ ଆତ୍ମାର ସଦଗତି କାମନା କଲେ ମୁଖ୍ୟମନ୍ତ୍ରୀ । ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଜଣାଇଲେ ସମବେଦନା ।
ମହେଶ୍ୱର ମହାନ୍ତିଙ୍କ ପରଲୋକରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ । କହିଲେ, ଏହା ଓଡିଶା ପାଇଁ ବଡ କ୍ଷତି
/kanak/media/post_attachments/wp-content/uploads/2023/11/14-8.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t084759337z-8e80dfc5-7f9d-489e-bfa6-474877a37c58-2025-12-17-14-17-59.jpg)