ଭିଡ ଭିତରୁ ଗଲେ, ରଥ ଦଉଡି ଛୁଇଁଲେ ନବୀନ: ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭିଡ ଭିତରୁ ଗଲେ, ରଥ ଦଉଡି ଛୁଇଁଲେ ନବୀନ: ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କନକ ବ୍ୟୁରୋ: ଶ୍ରୀକ୍ଷେତ୍ରରେ ଚାଲିଛି ଶ୍ରୀଗୁଣ୍ଡିଚା ଯାତ୍ରା । ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ମାଉସୀ ମା ମନ୍ଦିର ଅଭିମୁଖେ ବାହାରି ସାରିଲେଣି ମହାପ୍ରଭୁ ଜଗନ୍ନାଥ । ଆଉ ମହାପ୍ରଭୁଙ୍କ ଦର୍ଶନ ପାଇଁ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଭିଡ ଭିତରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ରଥ ଦଉଡି ଟାଣିଛନ୍ତି । ପ୍ରବଳ ଗହଳି ଭିତରେ ସରକ୍ଷାକର୍ମୀମାନେ ମୁଖ୍ୟମନ୍ତ୍ରୀଙ୍କୁ ସୁରକ୍ଷିତ ଭାବେ ନେଇଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe