କନକ ବ୍ୟୁରୋ : ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବେ । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସହ ନବୀନଙ୍କ ସାକ୍ଷାତ କାର୍ଯ୍ୟକ୍ରମ ରହିଛି । ସ୍ୱାସ୍ଥ୍ୟ କ୍ଷେତ୍ରରେ ବିଭିନ୍ନ ଯୋଜନାରେ ଅଧିକ ଅନୁଦାନ ନେଇ ନବୀନ ଆଲୋଚନା କରିପାରନ୍ତି ।
ଏହା ସହ ଦେଖନ୍ତୁ ଏହି ଭିଡିଓ-
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2017/03/vlcsnap-2017-03-15-07h39m00s444.png)