ଆଜି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ! ବିଭିନ୍ନ ଯୋଜନାରେ ଅଧିକ ଅନୁଦାନ ନେଇ କରିବେ ଆଲୋଚନା

Advertisment
ଆଜି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ! ବିଭିନ୍ନ ଯୋଜନାରେ ଅଧିକ ଅନୁଦାନ ନେଇ କରିବେ ଆଲୋଚନା

କନକ ବ୍ୟୁରୋ : ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବେ । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସହ ନବୀନଙ୍କ ସାକ୍ଷାତ କାର୍ଯ୍ୟକ୍ରମ ରହିଛି । ସ୍ୱାସ୍ଥ୍ୟ କ୍ଷେତ୍ରରେ ବିଭିନ୍ନ ଯୋଜନାରେ ଅଧିକ ଅନୁଦାନ ନେଇ ନବୀନ ଆଲୋଚନା କରିପାରନ୍ତି ।

ଏହା ସହ ଦେଖନ୍ତୁ ଏହି ଭିଡିଓ-

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe