ଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ସାରା ଦେଶରେ ପୁଞ୍ଜିନିବେଶରେ ଓଡିଶାକୁ ମିଳିଛି ବଡ଼ ସଫଳତା: ଦେବୀ ପ୍ରସାଦ ମିଶ୍ର

‘ଆମ ପୋଖରୀ’ ଯୋଜନା : ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କନକ ବ୍ୟୁରୋ: ଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଦେଶରୁ ଅଧିକ ପୁଞ୍ଜି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନେତୃତ୍ୱ ନେଉଛନ୍ତି । ବିଦେଶରୁ ପୁଞ୍ଜି ଆଣିବାରେ ଦେଶରେ ୩ଟି ରାଜ୍ୟ ଭିତରେ ଓଡ଼ିଶା ରହିଛି । ପୁଞ୍ଜିନିବେଶ ପାଇଁ ଏବେ ପ୍ରତିଯୋଗିତା ଚାଲିଛି । ଯାହା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଉଛନ୍ତି ବୋଲି କହିଛନ୍ତି ବିଜେଡି ବିଧାୟକ ଦେବୀ ପ୍ରସାଦ ମିଶ୍ର । ସାରା ଦେଶରେ ପୁଞ୍ଜିନିବେଶ ଓଡିଶା ବଡ଼ ସଫଳତା ପାଇଛି ବୋଲି କହିଛନ୍ତି ବିଧାୟକ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe