ନୀତି ଆୟୋଗ ବୈଠକରେ ଯୋଗ ଦେବାକୁ ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ ! ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଲାଗି କରିବେ ଦାବି

6

କନକ ବ୍ୟୁରୋ : ନୀତି ଆୟୋଗ ବୈଠକରେ ଯୋଗ ଦେବାକୁ ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ । ନୀତି ଆୟୋଗ ବୈଠକରେ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ପ୍ରସଙ୍ଗ ଉଙ୍ଖାଇବେ ବୋଲି କହିଛନ୍ତି ନବୀନ । ରାଷ୍ଟ୍ରପତି ନିର୍ବାଚନ ପ୍ରସଙ୍ଗରେ ଅନ୍ୟ ଦଳ ସହ ଆଲୋଚନା କରିବାର ଯୋଜନା ନଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏହାସହ ଦେଖନ୍ତୁ ଏହି ଭିଡିଓ 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

Comments are closed.