ଚିନ୍ତାରେ ମନ୍ତ୍ରୀ ! ମନ୍ତ୍ରିମଣ୍ଡଳ ଅଦଳ ବଦଳ ନେଇ ପୁଣି ପ୍ରକାଶ ପାଇଲା କଳ୍ପନା ଜଳ୍ପନା

10

କନକ ବ୍ୟୁରୋ : ୫ ଦିନିଆ ଦିଲ୍ଲୀ ଗସ୍ତ ସାରି ଫେରିବା ପରେ ଆଜି ଭଦ୍ରକ ଯିବା ନେଇ ନବୀନ ସୂଚନା ଦେଇଛନ୍ତି । ମନ୍ତ୍ରିମଣ୍ଡଳ ଅଦଳ ବଦଳ ନେଇ ନବୀନ କହିଛନ୍ତି, ଚିନ୍ତା କରୁଛି, ଦେଖାଯାଉ କଣ ହେଉଛି । ସେହିପରି ବିଜେପିର ଜାତୀୟ କାର୍ଯ୍ୟକାରିଣୀ ନେଇ ବି ମତ ରଖିଛନ୍ତି ମୁଖ୍ୟମନ୍ତ୍ରୀ । କହିଛନ୍ତି, ବିଜେଡି ଉପରେ ଏହାର କିଛି ପ୍ରଭାବ ପଡିବନି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

Comments are closed.