କନକ ବ୍ୟୁରୋ : ହୀରାଖଣ୍ଡ ଏକ୍ସପ୍ରେସ ଟ୍ରେନ ଦୁର୍ଘଟଣା ପରେ ଉଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଡିଜିପି ଓ ମୁଖ୍ୟ ଶାସନ ସଚିବ ଓ ସ୍ୱାସ୍ଥ୍ୟ ସଚିବଙ୍କୁ ରାୟଗଡା ଯିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
Kanak News is now on WhatsApp
Join and get latest news updates delivered to you via WhatsApp
ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ଆନ୍ଧ୍ର ସରକାରଙ୍କୁ ସମସ୍ତ ସହାୟତା ଯୋଗାଇ ଦିଆଯିବ ବୋଲି ନବୀନ କହିଛନ୍ତି । ତେବେ ଏନେଇ ସଚିବାଳୟରେ ମୁଖ୍ୟ ଶାସନ ସଚିବ, ଗୃହ ସଚିବ ଓ ଡିଜିଙ୍କ ଉପସ୍ଥିତିରେ ଉଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଏହା ସହ ଦେଖନ୍ତୁ ଏହି ଭିଡିଓ-