ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ୫ ଦିନିଆ ଦିଲ୍ଲୀ ଗସ୍ତ

Advertisment
ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ୫ ଦିନିଆ ଦିଲ୍ଲୀ ଗସ୍ତ

ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ୫ ଦିନିଆ ଦିଲ୍ଲୀ ଗସ୍ତ । ଆସନ୍ତାକାଲି ଦିଲ୍ଲୀରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀମାନଙ୍କ ସମ୍ମିଳନୀରେ ଯୋଗଦେବେ ନବୀନ । ୨୫ ଓ ୨୬ ତାରିଖରେ କୌଣସି ସରକାରୀ କାର୍ଯ୍ୟକ୍ରମ ନଥିବା ବେଳେ ୨୭ ତାରିଖରେ ସେ ଭୁବନେଶ୍ୱର ଫେରିଆସିବେ । ଚଳିତ ମାସରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଯାଇ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିବା ସହ ରାଜ୍ୟର ବିଭିନ୍ନ ଦାବି ସଂପର୍କରେ ଆଲୋଚନା କରିଥିଲେ । ଏବେ ପୁଣିଥରେ ଦିଲ୍ଲୀ ଗସ୍ତ କରୁଥିବାରୁ ରାଜନୈତିକ ମହଲରେ ଅନେକ କଳ୍ପନା ଜଳ୍ପନା ପ୍ରକାଶ ପାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe