ଝାଡଖଣ୍ଡ : ଝାଡଖଣ୍ଡ ଗୋଡା କୋଇଲା ଖଣିରେ ଦୁର୍ଘଟଣା । ଖାଦାନ ଧସିବାରୁ ୭ ଜଣଙ୍କର ମୃତ୍ୟୁ ହୋଇଛି । ୪୦ରୁ ଅଧିକ ଶ୍ରମିକ ଖଣି ତଳେ ପୋତିହୋଇରିହିଥିବା ଆଶଙ୍କା କରାଯାଉଛି । ତେଣୁ ମୃତ୍ୟୁ ସଂଖ୍ୟା ଆହୁରି ବି ବଢିପାରେ । ଏନଡିଆରଏଫ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।
ଘଟଣାକୁ ନେଇ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି । ମୃତାହତଙ୍କ ପାଇଁ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ସହାୟତା ଘୋଷଣା କରିଛନ୍ତି । ମୃତକକଙ୍କ ପରିବାରକୁ ୨ ଲକ୍ଷ ଓ ଆହତଙ୍କୁ ୨୫ ହଜାର ଟଙ୍କାର ସହାୟତା ଘୋଷଣା କରାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2016/12/vlcsnap-2016-12-30-13h15m17s130.png)