ରାତି ୧୦ଟା ପରେ ଟୁଇନ୍ ସିଟିରେ ଫୁଟିବ ନାହିଁ ବାଣ । ମାର୍ଗଦର୍ଶିକା ଜାରି କଲା କମିସନରେଟ୍ ପୋଲିସ ।

Advertisment
ରାତି ୧୦ଟା ପରେ ଟୁଇନ୍ ସିଟିରେ ଫୁଟିବ ନାହିଁ ବାଣ । ମାର୍ଗଦର୍ଶିକା ଜାରି କଲା କମିସନରେଟ୍ ପୋଲିସ ।

କନକ ବ୍ୟୁରୋ: ରାତି ୧୦ଟା ପରେ ଟୁଇନ୍ ସିଟିରେ ଫୁଟିବ ନାହିଁ ବାଣ । ଏନେଇ ଆଜି କମିସନରେଟ୍ ପୋଲିସ ପକ୍ଷରୁ ମାର୍ଗଦର୍ଶିକା ଜାରି କରି ସୂଚନା ଦିଆଯାଇଛି । ଏଥିରେ କୁହାଯାଇଛି ଯେ, ରାତି ୧୦ଟା ପରେ ବାଣ ଫୁଟାଇବା ଉପରେ କଟକଣା ଲଗାଯାଇଛି । କେବଳ ୧୨୫ ଡେସିବେଲଠାରୁ କମ୍ ଶବ୍ଦର ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି । ହେଲେ ବାଣ କେବଳ ରାତି ୧୦ଟା ଭିତରେ ହିଁ ଫୁଟାଯାଇପାରିବ । ତେବେ ଯେଉଁମାନେ ବେଆଇନ୍ ଭାବେ ବାଣ ଫୁଟାଇବେ ତାଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏଥିପାଇଁ କମିସନରେଟ୍ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଥିବା ସୂଚନା ଦିଆଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe