ଯାଜପୁର ଟ୍ରେନ୍ ଦୁର୍ଘଟଣା ଘଟଣା: ମୃତକଙ୍କ ପରିବାରକୁ ରାଜ୍ୟ ସରକାର, ରେଲୱେ ପକ୍ଷରୁ ସହାୟତା ଘୋଷଣା ।

276

 

କନକ ବ୍ୟୁରୋ:ଯାଜପୁର କୋରେଇ ଷ୍ଟେସନରେ ଟ୍ରେନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ଘୋଷଣା । ପ୍ରତି ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଏହାସହ ଇଷ୍ଟକୋଷ୍ଟ ରେୱେ ପକ୍ଷରୁ ମଧ୍ୟ ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି ।

ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆହତଙ୍କୁ ତୁରନ୍ତ ଚିକିତ୍ସା ଯୋଗାଇଦେବାକୁ ନିର୍ଦ୍ଦେଶ । ଏହାସହ ଉଦ୍ଧାରକାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାପରେ ଘଟଣାସ୍ଥଳକୁ ଯିବେ ରାଜସ୍ୱ ଓ ବିପର୍ଯ୍ୟୟ