ଫେବୃଆରୀ ୧ରୁ କଂଗ୍ରେସର ବସ୍ ଯାତ୍ରା । ସମସ୍ତ ବରିଷ୍ଠ ନେତାଙ୍କୁ ବସରେ ନେଇ ସାରା ଓଡିଶା ବୁଲିବାର ରହିଛି କାର୍ଯ୍ୟକ୍ରମ

Advertisment
ଫେବୃଆରୀ ୧ରୁ କଂଗ୍ରେସର ବସ୍ ଯାତ୍ରା । ସମସ୍ତ ବରିଷ୍ଠ ନେତାଙ୍କୁ ବସରେ ନେଇ ସାରା ଓଡିଶା ବୁଲିବାର ରହିଛି କାର୍ଯ୍ୟକ୍ରମ

କନକ ବ୍ୟୁରୋ : ଫେବୃଆରୀ ୧ରୁ କଂଗ୍ରେସ ଆରମ୍ଭ କରିବ ବସ୍ ଯାତ୍ରା । ଆସନ୍ତା କାଲି ପରିବର୍ତେ ଫେବୃଆରୀ ୧ତାରିଖରୁ ବସ୍ ଯାତ୍ରା ଆରମ୍ଭ କରିବାକୁ ଦଳ ପକ୍ଷରୁ ନିଷ୍ପତି ହୋଇଛି । ଫେବୃଆରୀ ୧ ତାରିଖ ଲିଙ୍ଗରାଜ ମନ୍ଦିର ଠାରୁ ଆରମ୍ଭ ହେବ ଏହି ବସ୍ ଯାତ୍ରା ।

ଏଥିରେ ରାଜ୍ୟ କଂଗ୍ରେସର ସମସ୍ତ ବରିଷ୍ଠ ନେତାଙ୍କୁ ବସରେ ନେଇ ସାରା ଓଡିଶା ବୁଲିବାର କାର୍ଯ୍ୟକ୍ରମ ରହିଛି । ଏଥିରେ ନେତା ମାନେ କଂଗ୍ରେସ ଦଳର ମହାନଥା କଥା ଲୋକଙ୍କ ପାଖରେ ପହଁଚାଇବେ । ଦେଶ ସ୍ୱାଧିନ ହେବା ପଛରେ ପ୍ରମୁଖ ଭୂମିକା ତୁଲାଇଥିଲା କଂଗ୍ରେସ । ରାଜ୍ୟର ଉନ୍ନତି ପାଇଁ ଦଳ ଅନେକ କାମ କରିଛି । ଏବେ ପୁଣିଥରେ ଓଡିଶାର ଦଳ କ୍ଷମତାକୁ ଫେରିବ ବୋଲି ଆଶାବାଦୀ ଅଛନ୍ତି କଂଗ୍ରେସ ନେତା

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe