କନକ ବ୍ୟୁରୋ : ୯ ବିଧାନସଭା ଓ ୨ ଲୋକସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ। ଯାଜପୁର ଲୋକସଭା ଆସନ ପାଇଁ ଦଳ ମାନସ ଜେନାଙ୍କୁ ପ୍ରାର୍ଥୀ କରିଥିବା ବେଳେ କଟକରୁ ପଞ୍ଚାନନ କାନୁନଗୋଙ୍କୁ ମୈଦାନକୁ ଓହ୍ଲାଇଛି ଦଳ।
/kanak/media/post_attachments/wp-content/uploads/2019/04/IMG-20190403-WA0005.jpg) ସେହିଭଳି ୯ ବିଧାନସଭା ଆସନରୁ ବେଗୁନିଆରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ପୁଅ ପୃଥ୍ବୀବଲ୍ଲଭ ପଟ୍ଟନାୟକଙ୍କୁ ଦଳ ପ୍ରାର୍ଥୀ କରିଛି। ପିପିଲିରୁ ଯୁଧିଷ୍ଠିର ସାମନ୍ତରାୟଙ୍କୁ ପୁଣିଥରେ ମୈଦାନକୁଓହ୍ଲାଇଛି ଦଳ। ପାରାଦୀପରୁ ଅରିନ୍ଦମ ସର୍ଖେଲ, ବଡମ୍ବାରୁ ବବି ମହାନ୍ତିଙ୍କୁ ପ୍ରାର୍ଥୀ କରିଛି ଦଳ।
ସେହିଭଳି ୯ ବିଧାନସଭା ଆସନରୁ ବେଗୁନିଆରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ପୁଅ ପୃଥ୍ବୀବଲ୍ଲଭ ପଟ୍ଟନାୟକଙ୍କୁ ଦଳ ପ୍ରାର୍ଥୀ କରିଛି। ପିପିଲିରୁ ଯୁଧିଷ୍ଠିର ସାମନ୍ତରାୟଙ୍କୁ ପୁଣିଥରେ ମୈଦାନକୁଓହ୍ଲାଇଛି ଦଳ। ପାରାଦୀପରୁ ଅରିନ୍ଦମ ସର୍ଖେଲ, ବଡମ୍ବାରୁ ବବି ମହାନ୍ତିଙ୍କୁ ପ୍ରାର୍ଥୀ କରିଛି ଦଳ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2019/03/CONGRESS-1_00000.png)