କଂଗ୍ରେସର ପ୍ରାର୍ଥୀ ତାଲିକା ଘୋଷଣା ।୨ ଲୋକସଭା ଓ ୯ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା, ବେଗୁନିଆରୁ ଲଢିବେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ

Advertisment
ଯାଜପୁରରେ ଲୋକସଭା କ୍ଷେତ୍ରରେ ହେବ ଜୋରଦାର ଲଢେଇ । ଶର୍ମିଷ୍ଠା, ମାନସ ଓ ଅମୀୟଙ୍କ ମଧ୍ୟରେ ହେବ କଡା ଟକ୍କର

କନକ ବ୍ୟୁରୋ : ୯ ବିଧାନସଭା ଓ ୨ ଲୋକସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ। ଯାଜପୁର ଲୋକସଭା ଆସନ ପାଇଁ ଦଳ ମାନସ ଜେନାଙ୍କୁ ପ୍ରାର୍ଥୀ କରିଥିବା ବେଳେ କଟକରୁ ପଞ୍ଚାନନ କାନୁନଗୋଙ୍କୁ ମୈଦାନକୁ ଓହ୍ଲାଇଛି ଦଳ।

publive-imageସେହିଭଳି ୯ ବିଧାନସଭା ଆସନରୁ ବେଗୁନିଆରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ପୁଅ ପୃଥ୍ବୀବଲ୍ଲଭ ପଟ୍ଟନାୟକଙ୍କୁ ଦଳ ପ୍ରାର୍ଥୀ କରିଛି। ପିପିଲିରୁ ଯୁଧିଷ୍ଠିର ସାମନ୍ତରାୟଙ୍କୁ ପୁଣିଥରେ ମୈଦାନକୁଓହ୍ଲାଇଛି ଦଳ। ପାରାଦୀପରୁ ଅରିନ୍ଦମ ସର୍ଖେଲ, ବଡମ୍ବାରୁ ବବି ମହାନ୍ତିଙ୍କୁ ପ୍ରାର୍ଥୀ କରିଛି ଦଳ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe