ଧାମନଗର ଉପନିର୍ବାଚନ : କଂଗ୍ରେସର ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ; ବାଦ୍ ପଡିଲେ ମୋକିମ୍

ଧାମନଗର ଉପନିର୍ବାଚନ : କଂଗ୍ରେସର ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ; ବାଦ୍ ପଡିଲେ ମୋକିମ୍

କନକ ବ୍ୟୁରୋ : ଧାମନଗର ଉପନିର୍ବାଚନ । କଂଗ୍ରେସର ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ । ପ୍ରଭାରୀ ଏ.ଚେଲ୍ଲା କୁମାର ପ୍ରଚାର କରିବେ । ତାଲିକାରେ ୮ବିଧାୟକ ଓ ଜଣେ ସାସଂଦ ଅଛନ୍ତି । କିନ୍ତୁ ଏଥିରୁ ବାଦ୍ ମହମ୍ମଦ ମୋକିମ୍ ବାଦ୍ ପଡିଛନ୍ତି ।

publive-image

ତାଲିକାରେ ପିସିସି ସଭାପତି ଶରତ ପଟ୍ଟନାୟକ, ନରସିଂହ ମିଶ୍ର, ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ଭକ୍ତ ଦାସ, ଚିରଞ୍ଜୀବ ବିଶ୍ୱାଳ, ପ୍ରସାଦ ହରିଚନ୍ଦନ, ସୁର ରାଉତରାୟ, ତାରା ବାହିନୀପତି, ସନ୍ତୋଷ ସିଂ ସାଲୁଜା, ଅନନ୍ତ ସେଠୀ, ଗଣେଶ୍ୱର ବେହେରା, ପଞ୍ଚାନନ କାନୁନଗୋ ସାମିଲ ଅଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe