ଆଜିଠୁ କଂଗ୍ରେସର ତୁଳସୀ ଯାତ୍ରା । ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଓ ଚାରି ଦ୍ୱାର ଖୋଲିବା ଦାବିରେ ବିକ୍ଷୋଭ । ୩୧୪ ବ୍ଲକରୁ ସଂଗ୍ରହ କରାଯିବ ତୁଳସୀ ପତ୍ର ।

Advertisment
ଆଜିଠୁ କଂଗ୍ରେସର ତୁଳସୀ ଯାତ୍ରା । ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଓ ଚାରି ଦ୍ୱାର ଖୋଲିବା ଦାବିରେ ବିକ୍ଷୋଭ । ୩୧୪ ବ୍ଲକରୁ ସଂଗ୍ରହ କରାଯିବ ତୁଳସୀ ପତ୍ର ।

କନକ ବ୍ୟୁରୋ: ସଂକୀର୍ତ୍ତନ ପ୍ରତିବାଦ ପରେ ଆଜିଠୁ କଂଗ୍ରେସ ଆରମ୍ଭ କରୁଛି ‘ତୁଳସୀ ଯାତ୍ରା’ । ଭକ୍ତଙ୍କ ଜଗା ଦର୍ଶନ ପାଇଁ ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବା ସହ ରତ୍ନଭଣ୍ଡାର ଖୋଲିବାକୁ ଦାବି ଜଣାଇ ଆଜିଠାରୁ କଂଗ୍ରେସ ଏହି ଯାତ୍ରା ଆରମ୍ଭ କରୁଛି ।

ଏହା ପୂର୍ବରୁ ରାଜ୍ୟର ସବୁ ଜଗନ୍ନାଥ ମନ୍ଦିର ଆଗରେ ସଙ୍କୀର୍ତ୍ତନ କରି ଏହି ଦାବି ଜଣାଇଥିଲେ ବି ଏହାକୁ ଗୁରୁତ୍ୱ ଦେଇନଥିଲେ ରାଜ୍ୟ ସରକାର । କିନ୍ତୁ ଓଡିଆଙ୍କ ହିତ ତଥା ସେମାନଙ୍କ ଭାବାବେଗକୁ ସମ୍ମାନ ଦେଇ ଏହି ଦାବିକୁ ପୁଣି ଉତଥାପନ କରିବାକୁ ଅଣ୍ଟା ଭିଡିଛି କଂଗ୍ରେସ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe