କନକ ବ୍ୟୁରୋ: ରାୟଗଡା ରେଲୱେ ଷ୍ଟେସନରୁ ଉଦ୍ଧାର ହେଲା ପୋଲିସ କନଷ୍ଟେବଳଙ୍କ ମୃତ ଦେହ । ସେ ଆତ୍ମହତ୍ୟା କରିଥିବା ସୂଚନା ରହିଛି । ମୃତ ଈଶ୍ୱର ରାଓ ଜିଲ୍ଲା ଏସପିଙ୍କ ଘରେ ରୋଷେୟା ଭାବେ ନିୟୋଜିତ ଥିଲେ ବୋଲି ସୂଚନା ରହିଛି । ତେବେ କାହିଁକି ଏବଂ କେଉଁ ପରିସ୍ଥିତିରେ କନେଷ୍ଟବଳ ଈଶ୍ୱର ରାଓ ଆତ୍ମହତ୍ୟା କଲେ ତାହା ଅସ୍ପଷ୍ଟ ରହିଛି ।
ରେଳ ଷ୍ଟେସନରୁ ଉଦ୍ଧାର ହେଲା କନଷ୍ଟେବଳଙ୍କ ମୃତ ଦେହ । ଆତ୍ମହତ୍ୟା କରିଥିବା ସନ୍ଦେହ ।
/kanak/media/post_attachments/wp-content/uploads/2023/12/co-stable.jpg)