ଦେଶରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଂଟାରେ ୫୦ ହଜାର ୧୨୯ ଆକ୍ରାନ୍ତ ଚିହ୍ନଟ, ୫୭୮ମୃତ । ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୮ ଲକ୍ଷ ୬୪ ହଜାର ୮୧୧କୁ ବୃଦ୍ଧି

Advertisment
ଦେଶରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଂଟାରେ ୫୦ ହଜାର ୧୨୯ ଆକ୍ରାନ୍ତ ଚିହ୍ନଟ, ୫୭୮ମୃତ । ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୮ ଲକ୍ଷ ୬୪ ହଜାର ୮୧୧କୁ ବୃଦ୍ଧି

କନକ ବ୍ୟୁରୋ: ଦେଶରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଂଟାରେ  ୫୦ ହଜାର ୧୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୮ ଲକ୍ଷ ୬୪ ହଜାର୮୧୧ରେ ପହଂଚିଛି ।  ସେହିପରି ଗତ ୨୪ ଘଂଟାରେ ୫୭୮ ଜଣଙ୍କ ମୃତ୍ୟୁ ହୋଇଛି ।  ଏବେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୧୮ ହଜାର ୫୩୪ରେ ପହଂଚିଛି ।

ସେପଟେ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୭୦ ଲକ୍ଷ ୭୮ ହଜାର ୧୨୩ଜଣ । ସକ୍ରିୟ ଅଛନ୍ତି ୬ ଲକ୍ଷ ୬୮ ହଜାର ୧୫୪ଜଣ  । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଜାରି ହୋଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe