କନକ ବ୍ୟୁରୋ: ଶ୍ରଦ୍ଧାଞ୍ଜଳିଙ୍କୁ ହାଇକୋର୍ଟରୁ ଝଟକା । ଅନ୍ତରୀଣ ସୁରକ୍ଷା ଦେବାକୁ ମନାକଲେ କୋର୍ଟ । କୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ ଶ୍ରଦ୍ଧାଞ୍ଜଳି । ସେପଟେ ତଦନ୍ତରେ ଇଡିକୁ ସହଯୋଗ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଇଡି ପକ୍ଷରୁ କୁହାଯାଇଥିଲା ଯେ ସେ ତଦନ୍ତରେ ସହଯୋଗ କରୁନାହାନ୍ତି । ଅର୍ଚ୍ଚନା ନାଗ ମାମଲାରେ ଶ୍ରଦ୍ଧାଞ୍ଜଳିଙ୍କୁ ଝଟକା ମିଳିଛି ।
ଅର୍ଚ୍ଚନା ନାଗ ମାମଲାରେ ଶ୍ରଦ୍ଧାଞ୍ଜଳିଙ୍କୁ ଝଟକା, ଅନ୍ତରୀଣ ସୁରକ୍ଷା ଦେବାକୁ ମନାକଲେ କୋର୍ଟ।
/kanak/media/post_attachments/wp-content/uploads/2022/12/9-9.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)