ସମ୍ବଲପୁରରେ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ : ୫ଜଣ ସମ୍ପୃକ୍ତ ଥିବାବେଳେ ୪ଜଣକୁ ଉଠାଇ ନେଇଛି ପୁଲିସ

ଜଣେ ନାବାଳିକା ଗଣଦୁଷ୍କର୍ମର ଶିକାର ହୋଇଥିବା ଯୁଯୁମୁରା ଥାନାରେ ଅଭିଯୋଗ ହୋଇଛି । ଏନେଇ ବରିଷ୍ଠ ପୁଲିସ ଅଧିକାରୀ ଜଣାଇଛନ୍ତି ।

23

କନକ ବ୍ୟୁରୋ : ପୁଣି ଗଣଦୁଷ୍କର୍ମ ଅଭିଯୋଗ । ସମ୍ବଲପୁର ଯୁଯୁମୁରା ଥାନା ଅଞ୍ଚଳରେ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି । ଜଣେ ନାବାଳିକା ଗଣଦୁଷ୍କର୍ମର ଶିକାର ହୋଇଥିବା ଯୁଯୁମୁରା ଥାନାରେ ଅଭିଯୋଗ ହୋଇଛି । ଏନେଇ ବରିଷ୍ଠ ପୁଲିସ ଅଧିକାରୀ ଜଣାଇଛନ୍ତି । ଏହି ଘଟଣାରେ ୫ଜଣ ସମ୍ପୃକ୍ତ ଥିବାବେଳେ ୪ ଜଣକୁ ପୁଲିସ ଉଠାଇନେଇଛି । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି । ତେବେ ଏହି ଘଟଣାରେ ଅନ୍ୟ ଜଣେ ଫେରାର ରହିଛି । ପୁଲିସ ଅଭିଯୁକ୍ତକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe