କନକ ବ୍ୟୁରୋ : ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ଘଟଣା । ପୁଲିସ ହାତରେ ସାର୍ପସୁଟର ଧରାପଡିଥିବା ସୂଚନା ମିଳୁଛି । ବିହାରରୁ ୨ ଜଣଙ୍କୁ ଉଠାଇ ଆଣିଛି ବ୍ରହ୍ମପୁର ପୁଲିସ । ଏପଟେ ଅନ୍ୟ ଜଣେ ମଦ ବ୍ୟବସାୟୀଙ୍କୁ ଅଟକ ରଖି ମଧ୍ୟ ଘନ ଘନ ଜେରା କରାଯାଉଥିବା ସୂଚନା ମିଳିଛି । ହତ୍ୟାକାଣ୍ଡ ପଛରେ ବିହାର ଲିଙ୍କ୍ ଥିବା ପୂର୍ବରୁ ସନ୍ଦେହ କରିଛି ପୁଲିସ । ବିହାରୀ ବନ୍ଧୁକରେ ପୀତବାସଙ୍କୁ ହତ୍ୟା କରାଯାଇଥିବା ନେଇ ସନ୍ଦେହ କରାଯାଉଛି । ଏ ଦିଗରେ ଏବେ ପୁଲିସ ତଦନ୍ତ ଚଳାଇଛି । ପୀତବାସଙ୍କ ହତ୍ୟାକାଣ୍ଡକୁ ୧୧ ଦିନ ବିତିଲାଣି ।
ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ୍ ହାତରେ ଧରା ପଡ଼ିଲା କି ସାର୍ପସୁଟର?
ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ଘଟଣା । ପୁଲିସ ହାତରେ ସାର୍ପସୁଟର ଧରାପଡିଥିବା ସୂଚନା ମିଳୁଛି । ବିହାରରୁ ୨ ଜଣଙ୍କୁ ଉଠାଇ ଆଣିଛି ବ୍ରହ୍ମପୁର ପୁଲିସ ।
/kanak/media/media_files/2025/10/16/8-2025-10-16-08-50-56.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t084759337z-8e80dfc5-7f9d-489e-bfa6-474877a37c58-2025-12-17-14-17-59.jpg)