ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ୍‌ ହାତରେ ଧରା ପଡ଼ିଲା କି ସାର୍ପସୁଟର?

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ଘଟଣା । ପୁଲିସ ହାତରେ ସାର୍ପସୁଟର ଧରାପଡିଥିବା ସୂଚନା ମିଳୁଛି । ବିହାରରୁ ୨ ଜଣଙ୍କୁ ଉଠାଇ ଆଣିଛି ବ୍ରହ୍ମପୁର ପୁଲିସ ।

8

କନକ ବ୍ୟୁରୋ : ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ଘଟଣା । ପୁଲିସ ହାତରେ ସାର୍ପସୁଟର ଧରାପଡିଥିବା ସୂଚନା ମିଳୁଛି । ବିହାରରୁ ୨ ଜଣଙ୍କୁ ଉଠାଇ ଆଣିଛି ବ୍ରହ୍ମପୁର ପୁଲିସ । ଏପଟେ ଅନ୍ୟ ଜଣେ ମଦ ବ୍ୟବସାୟୀଙ୍କୁ ଅଟକ ରଖି ମଧ୍ୟ ଘନ ଘନ ଜେରା କରାଯାଉଥିବା ସୂଚନା ମିଳିଛି । ହତ୍ୟାକାଣ୍ଡ ପଛରେ ବିହାର ଲିଙ୍କ୍‌ ଥିବା ପୂର୍ବରୁ ସନ୍ଦେହ କରିଛି ପୁଲିସ । ବିହାରୀ ବନ୍ଧୁକରେ ପୀତବାସଙ୍କୁ ହତ୍ୟା କରାଯାଇଥିବା ନେଇ ସନ୍ଦେହ କରାଯାଉଛି । ଏ ଦିଗରେ ଏବେ ପୁଲିସ ତଦନ୍ତ ଚଳାଇଛି । ପୀତବାସଙ୍କ ହତ୍ୟାକାଣ୍ଡକୁ ୧୧ ଦିନ ବିତିଲାଣି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe