ସାତକୋଶିଆରୁ ଆସିଲା ଖୁସି ଖବର । ସଫଳ ହୋଇଛି ଘଡ଼ିଆଳ କୁମ୍ଭୀରଙ୍କ ପ୍ରଜନନ । ଅଣ୍ଡା ଫୁଟି ବାହାରିଲେ ଘଡ଼ିଆଳ କୁମ୍ଭୀର ଛୁଆ

Advertisment
ସାତକୋଶିଆରୁ ଆସିଲା ଖୁସି ଖବର । ସଫଳ ହୋଇଛି ଘଡ଼ିଆଳ କୁମ୍ଭୀରଙ୍କ ପ୍ରଜନନ । ଅଣ୍ଡା ଫୁଟି ବାହାରିଲେ ଘଡ଼ିଆଳ କୁମ୍ଭୀର ଛୁଆ

କନକ ବ୍ୟୁରୋ: ସାତକୋଶିଆରୁ ଆସିଲା ଖୁସି ଖବର  । କ୍ରମାଗତ ତୃତୀୟ ବର୍ଷ ପାଇଁ ଘଡ଼ିଆଳ ପ୍ରଜନନ ସଫଳ ହୋଇଛି  । ଗୁରୁବାର ଅଣ୍ଡା ଫୁଟି ବାହାରିଲେ ଘଡ଼ିଆଳ କୁମ୍ଭୀର  । ମା ' କୁମ୍ଭୀର ସହ ଛୁଆ ଗୁଡିକ ଖେଳୁଥିବାର ଫଟୋ ବନ ବିଭାଗର କ୍ୟାମେରାରେ କଏଦ ହୋଇଛି  । ସାତକୋଶିଆ ଗଣ୍ଡର ବଳଦମରା ନିକଟରେ ୩୦ ରୁ ୩୫ ଘଡ଼ିଆଳ ଛୁଆ ବାହାରିଥିବା ଜଣାପଡିଛି ।

ରାଜ୍ୟରେ ଘଡିଆଳ ସଂଖ୍ୟା ବଢାଇବା ପାଇଁ ଏହି ଯୋଜନା କରାଯାଇଥିବା ବେଳେ , ବିଲୁପ୍ତପ୍ରାୟ ଘଡ଼ିଆଳ କୁମ୍ଭୀର ୨୦୨୧ ମସିହାରୁ ସଫଳତାର ସହ ଅଣ୍ଡା ଫୁଟେଇ ଆସୁଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe