କନକ ବ୍ୟୁରୋ : ପାର୍ବଣରେ ଭିଜାଇବ ବର୍ଷା । ଦଶହରାରେ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୨୫ ତାରିଖ ବେଳକୁ ବର୍ଷାର ପରିମାଣ ବଢ଼ିପାରେ । ଏନେଇ ଟୁଇଟ କରି ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୩ ତାରିଖ ଯାଏଁ ପାଗ ଶୁଖିଲା ରହିପାରେ । ୨୧ ତାରିଖରେ ବଙ୍ଗୋପସାଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ୨୩ ତାରିଖ ବେଳକୁ ଅବପାତର ରୂପ ନେଇପାରେ ।
ଏଥର ଭିଜିବ ବିଜୟା ଦଶମୀ : ଦଶହରାରେ ଓଡ଼ିଶା ଉପକୂଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା
/kanak/media/post_attachments/wp-content/uploads/2023/06/odisha_rains.jpg)