ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ: ସମସ୍ତ ଜିଲ୍ଳା ସଭାପତିଙ୍କ ସହ ପ୍ରଭାରୀ ଡି ପୁରନ୍ଦେଶ୍ୱରୀଙ୍କ ଆଲୋଚନା

Advertisment
ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ: ସମସ୍ତ ଜିଲ୍ଳା ସଭାପତିଙ୍କ ସହ ପ୍ରଭାରୀ ଡି ପୁରନ୍ଦେଶ୍ୱରୀଙ୍କ ଆଲୋଚନା

କନକ ବ୍ୟୁରୋ: ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆରମ୍ଭ ହୋଇଛି ଗୁରୁତ୍ୱୂପୂର୍ଣ୍ଣ ବୈଠକ । ପ୍ରଭାରୀ ଡି ପୁରନ୍ଦେଶ୍ୱରୀଙ୍କ ଅଧ୍ୟକ୍ଷତାରେ ୪ଟି ପର୍ଯ୍ୟାୟରେ ବୈଠକ ହେବ । ସମସ୍ତ ଜିଲ୍ଲା ସଭାପତି, ପ୍ରଭାରୀ, ପଦାଧିକାରୀ, ବିଧାୟକ, ସାଂସଦ, ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କ ସହ ବୈଠକ ହେଉଛି । ତୃଣମୂଳ ସ୍ତରରେ ସଂଗଠନକୁ ସୁଦୃଢ କରିବା ପାଇଁ ରଣନୀତି ପ୍ରସ୍ତତ ହେଉଛି । ୩୬ ସାଂଗଠାନିକ ଜିଲ୍ଲାର ସଭାପତିଙ୍କ ସହ ବୁଥ ସ୍ତରରେ ଦଳକୁ ମଜବୁତ କରିବା ପାଇଁ ପୁରନ୍ଦେଶ୍ୱରୀ ମନ୍ତ୍ରୀ ଦେବେ । ଆଜି ଦିନ ତମାମ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବୈଠକ ଚାଲିବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe