ଭିଜିଲାନ୍ସ ଜାଲରେ ଜମନକିରା ଲ୍ୟାମ୍ପସ ଏମଡି ଫଣୀନ୍ଦ୍ର ସାହୁ : ଆୟ ବର୍ହିଭୂତ ସମ୍ପତ୍ତିି ଠୁଳ ଅଭିଯୋଗରେ ୫ଟି ସ୍ଥାନରେ ଚଢାଉ

Advertisment
ଭିଜିଲାନ୍ସ ଜାଲରେ ଜମନକିରା ଲ୍ୟାମ୍ପସ ଏମଡି ଫଣୀନ୍ଦ୍ର ସାହୁ : ଆୟ ବର୍ହିଭୂତ ସମ୍ପତ୍ତିି ଠୁଳ ଅଭିଯୋଗରେ ୫ଟି ସ୍ଥାନରେ ଚଢାଉ

କନକ ବ୍ୟୁରୋ : ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ଜିଲ୍ଲାର ଜମନକିରା ଲ୍ୟାମ୍ପସ ଏମଡି ଫଣୀନ୍ଦ୍ର ସାହୁଙ୍କ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରୁଥିବାର ଖବର ମିଳିଛି । ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳୁ ଫଣୀନ୍ଦ୍ରଙ୍କ ଜମନକିରାରେ ଥିବା ଘର ଜମନକିରା ଅଫିସ୍ ଓ ପୈତୃକ ଗାଁ ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରିଛି । ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe