ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି : ମହଙ୍ଗା ଭତ୍ତା ବଢାଇଲେ ରାଜ୍ୟ ସରକାର

Advertisment
ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି : ମହଙ୍ଗା ଭତ୍ତା ବଢାଇଲେ ରାଜ୍ୟ ସରକାର

କନକ ବ୍ୟୁରୋ : ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଦଶହରା ଭେଟି । ମହଙ୍ଗା ଭତ୍ତା ବଢାଇଲେ ରାଜ୍ୟ ସରକାର । ମହଙ୍ଗା ଭତ୍ତାରେ ୪ପ୍ରତିଶତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ମହଙ୍ଗା ଭତ୍ତା ୪୨ପ୍ରତିଶତରୁ ବଢି ୪୬ପ୍ରତିଶତ ହେଲା । ସାଢେ ୪ଲକ୍ଷ ସରକାରୀ କର୍ମଚାରୀ ଉପକୃତ ହେବେ । ସେହିପରି ସାଢେ ୩ଲକ୍ଷ ପେନସନ ଭୋଗୀ ଉପକୃତ ହେବେ । ପିଛିଲା ଭାବେ ଜୁଲାଇ ୧ ତାରିଖରୁ ଲାଗୁ ହେବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe