କରୋନା ସଂକ୍ରମଣରେ ଲାଗିଲା ବ୍ରେକ୍ : ହଜାରେ ତଳକୁ ଖସିଲା ଆକ୍ରାନ୍ତଙ୍କ ସଂଖ୍ୟା; ଗତ ୨୪ ଘଂଟାରେ ରାଜ୍ୟରେ ୮୫୯ ନୂଆ ଆକ୍ରାନ୍ତ ଚିହ୍ନଟ

Advertisment
ଦେଶର କରୋନା ମିଟର : ୨୪ ଘଣ୍ଟାରେ ୧୨ ହଜାର ୧୯୩ ଆକ୍ରାନ୍ତ ଚିହ୍ନଟ

କନକ ବ୍ୟୁରୋ : କରୋନା ସଂକ୍ରମଣରେ ଲାଗିଲା ବ୍ରେକ୍ । ରାଜ୍ୟରେ ହଜାରେ ତଳକୁ ଖସିଲା କରୋନା ସଂକ୍ରମଣ । ଗତ ୨୪ ଘଂଟାରେ ରାଜ୍ୟରେ ୮୫୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୧୦୫ ଜଣ ପଜିଟିଭ୍ ହୋଇଛନ୍ତି । କୋରାପୁଟରୁ ୭୧, କଟକରୁ ୬୫, ସୁନ୍ଦରଗଡ଼ରୁ ୬୨, ଯାଜପୁରରୁ ୪୫ ଜଣ ଆକ୍ରାନ୍ତ ହୋଇଛନ୍ତି । ରାଜ୍ୟରେ ଲଗାତର ସଂକ୍ରମଣ ହ୍ରାସ ପାଉଥିବା ବେଳେ ତୃତୀୟ ଲହରରେ ପ୍ରଥମ ଥର ପାଇଁ ହଜାରେ ତଳକୁ ଖସିଛି । ଏବେ ରାଜ୍ୟରେ ସକ୍ରିୟ ମାମଲା ୧୧ ହଜାର ୩୨୪ ରହିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe