କନକ ବ୍ୟୁରୋ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଆଜି ସାଧାରଣ ଦର୍ଶନ ସନ୍ଧ୍ୟା ୬ଟାରୁ ରାତି ୧୨ଟା ଯାଏଁ ବନ୍ଦ ରହିବ । ବନକଲାଗି ନୀତି ଅବସରରେ ଦ୍ୱିତୀୟ ଭୋଗମଣ୍ଡପରେ ହେବ ସ୍ୱତନ୍ତ୍ର ନୀତି ।
ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ୬ ଘଣ୍ଟା ଧରି ବନ୍ଦ ରହିବ ସାଧାରଣ ଦର୍ଶନ ।
/kanak/media/post_attachments/wp-content/uploads/2024/05/4-11.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)