ଓଜେଇଇ ପରୀକ୍ଷା ପାଇଁ ଘୋଷଣା ହେଲା ତାରିଖ: ମେ’ ୬ରୁ ଓଜେଇଇ ପରୀକ୍ଷା

Advertisment
ଓଜେଇଇ ପରୀକ୍ଷା ପାଇଁ ଘୋଷଣା ହେଲା ତାରିଖ: ମେ’ ୬ରୁ ଓଜେଇଇ ପରୀକ୍ଷା

କନକ ବ୍ୟୁରୋ: ଓଜେଇଇ ପରୀକ୍ଷା ପାଇଁ ଘୋଷଣା ହେଲା ତାରିଖ । ମେ’ ୬ରୁ ଓଜେଇଇ ପରୀକ୍ଷା ଆରମ୍ଭ ହେବ । ମେ’ ୬ରୁ ୧୦ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଅନୁଷ୍ଠିତ ହେବ । ରାଜ୍ୟ ଭିତରେ ୩୦ଟି ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରରେ ପରୀକ୍ଷା ହେବ । ଏଥିପାଇଁ ଆଜିଠାରୁ ରେଜିଷ୍ଟ୍ରେସନ୍ ଆରମ୍ଭ ହୋଇଛି । ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରେଜିଷ୍ଟ୍ରେସନ୍ ଚାଲିବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe