କନକ ବ୍ୟୁରୋ: ଆସନ୍ତା କାଲି ହେବ ୨୦୨୪ ନିର୍ବାଚନ ପାଇଁ ତାରିଖ ଘୋଷଣା । ଅପରାହ୍ନ ୩ଟାରେ ନିର୍ବାଚନ ତାରିଖ ଘୋଷଣା ହେବ । ନିର୍ବାଚନ କମିଶନଙ୍କ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି । ଏଥିରେ ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯିବ ।/kanak/media/post_attachments/wp-content/uploads/2024/03/twit.jpg)
ଆସନ୍ତାକାଲି ଅପରାହ୍ନ ୩ଟାରେ ନିର୍ବାଚନ ଆୟୋଗ ଏକ ସାମ୍ବାଦିକ ସମ୍ମିଳନୀ କରି ଲୋକସଭା ନିର୍ବାଚନ ୨୦୨୪ ଓ କିଛି ରାଜ୍ୟ ବିଧାନସଭା ନିର୍ବାଚନ ର କାର୍ୟ୍ୟସୂଚୀ ଘୋଷଣା କରିବେ। ନିର୍ବାଚନ କମିଶନଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଏହାର ସିଧା ପ୍ରସାରଣ କରାଯିବ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)
/kanak/media/post_attachments/wp-content/uploads/2024/03/22-12.jpg)