କନକ ବ୍ୟୁରୋ : ଡେଙ୍ଗୁରେ ପ୍ରସୂତୀ ମହିଳାଙ୍କ ମୃତ୍ୟୁ । ଏ ନେଇ କ୍ୟାପିଟାବ ହସ୍ପିଟାଲ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି । ମୃତକ ଜଣକ ହେଲେ କେନ୍ଦ୍ରାପଡା ରାଜକନିକା ଅଞ୍ଚଳର । ୭ଦିନ ତଳେ ସେ ନବଜାତ ଶିଶୁକୁ ଜନ୍ମ ଦେଇଥିଲେ । ବର୍ତ୍ତମାନ ନବଜାତ ଶିଶୁ ସୁସ୍ଥ ଥିବା ସୂଚନା ମିଳିଛି ।